Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ପୋଲ ଭାଙ୍ଗି ଗାଁରେ ପଶିଲା ପାଣି, ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଘାଇ

16/09/2021 at 7:24 AM

ପଟ୍ଟାମୁଣ୍ଡାଇ, ୧୬|୦୯ : ରାଜ୍ୟରେ ବର୍ଷାର ପରିମାଣ କମିଛି । କିନ୍ତୁ ଅନେକ ନଦୀ ଓ ନାଳର ଜଳସ୍ତର ବଢିବାରେ ଲାଗିଛି । ଏହାମଧ୍ୟରେ କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଘାଇ ସୃଷ୍ଟି ହୋଇଛି ।

ବର୍ଷା କାରଣରୁ ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଥିବା ପୋଲ ଭାଙ୍ଗି ଯାଇଛି । ଫଳରେ ନିକଟରେ ଥିବା ଗାଁରେ ପାଣି ପଶିଛି  । ଫଳରେ ତିନୋଟି ପଞ୍ଚୟତ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଅଣ୍ଢରା -ଅମୃତମଣୋହୀଙ୍କୁ ସଂଯୋଗ କରୁଥିବା ରାସ୍ତାରେ ପାଣି ପ୍ରବାହିତ ହେଉଛି । ଫଳରେ ଯାତାୟତ ପ୍ରଭାବିତ ହୋଇଥିବା ନଜର ଆଶିଛି ।

   Related Posts