Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

୨ ଦିନ ଲାଗି ରହିବ ଘନ କୁହୁଡି, ୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

2/01/2021 at 5:57 PM

ଭୁବନେଶ୍ବର୨/୧: ୨ ଦିନ ଲାଗି ରହିବ ଘନ କୁହୁଡି। ଏ ନେଇ ୬ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଣିପାଗରେ କୌଣସି ପରିବର୍ତ୍ତନ ଆସିବ ନାହିଁ।  ରାତିର ତାପମାତ୍ରା ପ୍ରାୟ ସମସ୍ତ ସ୍ଥାନରେ ସ୍ୱାଭାବିକ ଠାରୁ ସାମାନ୍ୟ କମ୍ ରହିବ। ଆସନ୍ତାକାଲି ବିଭିନ୍ନ ସ୍ଥାନରେ କୁହୁଡି ପରିଲକ୍ଷିତ ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ।  ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡା, କଟକ, ଭଦ୍ରକ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ରେ ସକାଳୁ ଘନ କୁହୁଡି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

   Related Posts