Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ଘର ବାହାରେ ଶୋଇଥିବା ବେଳେ ଟାଙ୍ଗିଆରେ ହାଣି ହତ୍ୟା

23/07/2021 at 9:11 AM

ସୁନ୍ଦରଗଡ ୨୩/୦୭: ସୁନ୍ଦରଗଡ କୁତ୍ରାରେ ଅଭାବନୀୟ ଘଟଣା । ଟାଙ୍ଗିଆରେ ହାଣି ଜଣଙ୍କୁ ହତ୍ୟା । ସୁନ୍ଦରଗଡ କୁତ୍ରା ଥାନା ପଞ୍ଚରା ବଜାରପଡାରେ ଘଟିଛି ଏଭଳି ଘଟଣା । ରାତିରେ ଘର ବାହାରେ ଶୋଇଥିବା ସମୟରେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତକ ହେଲେ ଶୁକୁ ସୋରେଙ୍ଗ । ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ତେବେ ହତ୍ୟାକାଣ୍ଡର କାରଣ କଣ ଅସ୍ପଷ୍ଟ ରହଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

   Related Posts