Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ! ବିବାହ ପାଇଁ କହିବାରୁ ମିଳିଲା ହତ୍ୟା ଧମକ

15/12/2019 at 10:55 AM

ସାଲେପୁର ୧୫।୧୨: ବିବାହର ପ୍ରତିଶ୍ରୁତି ଦେଇ ଯୁବତୀ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ଥାନା ଅଞ୍ଚଳ ଗୁହାଳିପୁର ଗାଁରେ ।

ଯୁବତୀ ଜଣଙ୍କ ବିବାହ ପାଇଁ କହିବାରୁ ଯୁବକ ଜଣକ ଯୁବତୀଙ୍କ ପରିବାର ଲୋକଙ୍କୁ ଗାଳିଗୁଲଜ ଦେଇଥିଲେ । ଏହାସହ ଜୀବନରୁ ମାରିଦେବା ପାଇଁ ଧମକ ମଧ୍ୟ ଦେଉଥିଲେ । ଯୁବକ ଜଣକ ସେହି ଗ୍ରାମର ବୋଲି ଜଣାପଡିଛି ।

ଯୁବକ ଏବଂ ତାଙ୍କ ପରିବାର ଲୋକେ ମିଶି ଯୁବତୀଙ୍କ ଘରେ ପଶି ଭଙ୍ଗାରୁଜା କରିବା ସହ ମାଡ ମାରିଥିବା ଅଭିଯୋଗ କରିଛନ୍ତି ଯୁବତୀ । ଏନେଇ ଯୁବତୀ ଜଣଙ୍କ ସାଲେପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts