ପୋଖରୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

Published By : Prameya-News7 Bureau | June 07, 2020 IST

ଭୁବନେଶ୍ୱର, ୦୭|୦୬: ପୋଖରୀକୁ ଡେଇଁ ଜଣେ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରେ ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି ।

ଯୁବତୀଜଣଙ୍କ ନୟାପଲ୍ଲୀ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ଥିବା ପୋଖରୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକ ଓ ପୋଲିସ ଯୁବତୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ତେବେ  ଘରୋଇ ହିଂସାକୁ ନେଇ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ବୋଲି ଯୁବତୀଜଣଙ୍କ ନିଜେ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.