Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ପୋଖରୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

7/06/2020 at 10:11 PM

ଭୁବନେଶ୍ୱର, ୦୭|୦୬: ପୋଖରୀକୁ ଡେଇଁ ଜଣେ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରେ ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି ।

ଯୁବତୀଜଣଙ୍କ ନୟାପଲ୍ଲୀ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ଥିବା ପୋଖରୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକ ଓ ପୋଲିସ ଯୁବତୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ତେବେ  ଘରୋଇ ହିଂସାକୁ ନେଇ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ବୋଲି ଯୁବତୀଜଣଙ୍କ ନିଜେ କହିଛନ୍ତି ।

   Related Posts