Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ପୁଣି ଅଲୋଡା ଶିଶୁକନ୍ୟା

5/06/2018 at 6:59 AM

ବାଉଁଶବୁଦା ମୂଳରୁ ନବଜାର ଶିଶୁ କନ୍ୟା ଉଦ୍ଧାର । ଯାଜପୁର ଧର୍ମଶାଳା ଥାନା ସାଲେପୁର ଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ଯାଜପୁର ଶିଶୁ ସୁରକ୍ଷା ୟୁନିଟ ନବଜାତକକୁ ଉଦ୍ଧାର କରି ଧର୍ମଶାଳା ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।

Leave a Reply

   Related Posts