Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଜଙ୍ଗଲ ପାଖ କେନାଲ ନିକଟରୁ ମୁର୍ମୁଷ ଅବସ୍ଥାରେ ଯୁବତୀ ଉଦ୍ଧାର

25/03/2019 at 11:30 AM

ଉଦଳା ୨୫/୩ : ଜଙ୍ଗଲ ପାଖ କେନାଲ ନିକଟରୁ ମୁର୍ମୁଷ ଅବସ୍ଥାରେ ଜଣେ ଯୁବତୀ ଉଦ୍ଧାର ହୋଇଛନ୍ତି | ଉଦଳା ଅନ୍ତର୍ଗତ ଖୁଣ୍ଟା ଥାନା ଅଂଗାରକୁଣ୍ଡିଆ ଗାଁର କେନାଲ ନିକଟରୁ ଯୁବତୀଙ୍କୁ କରାଯାଇଛି | ଚିକିତ୍ସା ପାଇଁ ଯୁବତୀଙ୍କୁ ଡୁକୁରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି | ସୂଚନାଯୋଗ୍ୟ ଯେ, ଯୁବତୀ ଜଣକ ଗତକାଲି ରାତିରେ ଯାତ୍ରା ଦେଖିବାକୁ ଡୁକୁରା ଆସିଥିଲେ | ତେବେ ଯାତ୍ରା ଦେଖିଯିବା ପରେ ତାଙ୍କ ସହ କ’ଣ ହୋଇଥିଲା ସେନେଇ ପୋଲିସ ତଦନ୍ତ କରୁଛି | ଯୁବତୀ ଜଣକ ବଡ଼ସାହି ଥାନା ଅଂଚଳର ବୋଲି ଜଣାପଡିଛି | ଖୁଣ୍ଟା ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ କରୁଛି | ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ |

   Related Posts