Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

14/02/2019 at 8:28 AM

ଚୌଦ୍ବାର ୧୪|୨: କଟକ ଜିଲ୍ଲା ଚୌଦ୍ବାର ଥାନା ସାମନ୍ତାରାପୁର ପଞ୍ଚାୟତ ଖଟୁଆ ସାହିରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ସେହି ଗାଁର ଲିଜାରାଣି ବର୍ମା । ସେ ଚୌଦ୍ବାର ସ୍ଥିତ ଏକ ଘରୋଇ ଯୁକ୍ତ ୨ କଲେଜରେ ଅଧ୍ୟାପକ ଥିଲେ । ଗତକାଲି ଘର ଭିତର ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ହେଲେ ତାଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ବ୍ୟବଛେଦ ପାଇଁ ଏସସିବିକୁ ପଠାଇ ଥିବା ବେଳେ ଅଧିକ ତଦନ୍ତ ଚଳାଇଛି ।

   Related Posts