Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ବାଲୁଗାଁରେ ପ୍ରେମ ନିବେଦନ କରି ବିଫଳ ହେବାରୁ ଘରେ ପଶି କଲେଜ ଛାତ୍ରୀଙ୍କୁ ଗଳା କାଟି ହତ୍ୟାକଲା ବିଫଳ ପ୍ରେମିକ

14/12/2019 at 9:59 PM

ଖୋର୍ଦ୍ଧା ୧୪।୧୨ – ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଗଙ୍ଗ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମ ନିବେଦନ କରି ବିଫଳ ହେବାରୁ ବିଫଳ ପ୍ରେମିକ ଜଣେ ଛାତ୍ରୀଙ୍କୁ ହତ୍ୟା କରିଛି ।

ଗୁରୁତର ଛାତ୍ରୀଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ କଲେଜ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ଅଭିଯୁକ୍ତ ଯୁବକ ଫେରାର ହୋଇଯାଇଛି । ଏବେ ପୁଲିସ ଘଟଣାର ତଦନ୍ତ କରୁଛି ।

   Related Posts