Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପ୍ରେମିକକୁ ହତ୍ୟା କଲା ପ୍ରେମିକା

28/06/2018 at 6:20 AM

ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ତାରିଣୀ ବସ୍ତି ନିକଟରେ ହତ୍ୟାକାଣ୍ଡ । ପ୍ରେମିକକୁ ହତ୍ୟା କଲା ପ୍ରେମିକା । ହତ୍ୟା ପରେ ଥାନାରେ ଆତ୍ମସମର୍ପଣ କରିଛି ପ୍ରେମିକା । ମୃତକ ହେଲେ ମେରାଇନ ଇଞ୍ଜିନିୟର ବୈଜୟନ୍ତ ପ୍ରସାଦ ମହାନ୍ତି । ତାଙ୍କର ଘର ଜଗତସିଂହପୁର ଜିଲ୍ଲା ରଘୁନାଥପୁରରେ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ଲକ୍ଷ୍ମୀସାଗର ଥାନା ପୋଲିସ । ପେମିକା ଜଣକ ତାଙ୍କର ଆଉ ଜଣେ ପୁରୁଷ ବନ୍ଧୁଙ୍କ ମିଶି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

   Related Posts