Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ମହାନଦୀରେ ବୁଡି ଯୁବତୀ ନିଖୋଜ, ଉଦ୍ଧାରକାର୍ଯ୍ୟ ଜାରି

20/06/2020 at 4:49 PM

ପାରାଦ୍ୱୀପ, ୨୦|୦୬ : ମହାନଦୀରେ ବୁଡ଼ି ଗଲେ ଅଜଣା ଯୁବତୀ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ଜିଲ୍ଲାନାସୀ ପଞ୍ଚାୟତ ତେନ୍ତୁଲିଆରେ ।

ସୂଚନାନୁସାରେ, ରବିବାର ଜଣେ ଯୁବତୀ  କୁଜଙ୍ଗ ଥାନା ଖମାର ପାଖ ମହାନଦୀରେ ବୁଡିଯାଇଛନ୍ତି । ଏହା ଦେଖିବା ପରେ କିଛି ଲୋକଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ  ଘଟଣାସ୍ଥଲରେ ପହଁଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଯୁବତୀଙ୍କ ପରିଚୟ ମିଳିପାରି ନାହିଁ ।

   Related Posts