Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକରେ ଗୁଳିମାଡ଼ କରି ସୁନା ଓ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବରରୁ ଦିନକରେ ୨୦୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୪ ସୁସ୍ଥ
  • ||
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||

ଘର ଭିତରୁ ଯୁବତୀଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର…

28/07/2020 at 1:49 PM

ଖୋର୍ଦ୍ଧା ୨୮।୦୭: ଯୁବତୀଙ୍କ ଅର୍ଦ୍ଧଦଗ୍ଧ ଶବ ଜବତ । ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଗୋଶାଳା ପଡିଆ ନିକଟରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ଅର୍ଦ୍ଧ ଦଗ୍ଧ ଶବ ଜବତ କରାଯାଇଛି । ଘଟଣାସ୍ଥଳରେ ଖୋର୍ଦ୍ଧା ଆଦର୍ଶ ଥାନା ଅଧିକାରୀ ତଦନ୍ତ ଜାରି ରଖିଛନ୍ତି । ମୃତକଙ୍କ ପରିଚୟ ମିଳିନାହିଁ । ଅଧିକ ତଦନ୍ତ ପାଇଁ ପୋଲିସ ସାଇଣ୍ଟିଫିକ ଟିମ୍ ର ସହାୟତା ନେଇଛି ।

   Related Posts