ଘର ଭିତରୁ ଯୁବତୀଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର…

Published By : Prameya-News7 Bureau | July 28, 2020 IST

ଖୋର୍ଦ୍ଧା ୨୮।୦୭: ଯୁବତୀଙ୍କ ଅର୍ଦ୍ଧଦଗ୍ଧ ଶବ ଜବତ । ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଗୋଶାଳା ପଡିଆ ନିକଟରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ଅର୍ଦ୍ଧ ଦଗ୍ଧ ଶବ ଜବତ କରାଯାଇଛି । ଘଟଣାସ୍ଥଳରେ ଖୋର୍ଦ୍ଧା ଆଦର୍ଶ ଥାନା ଅଧିକାରୀ ତଦନ୍ତ ଜାରି ରଖିଛନ୍ତି । ମୃତକଙ୍କ ପରିଚୟ ମିଳିନାହିଁ । ଅଧିକ ତଦନ୍ତ ପାଇଁ ପୋଲିସ ସାଇଣ୍ଟିଫିକ ଟିମ୍ ର ସହାୟତା ନେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.