Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବାଇକ୍‌କୁ ଧକ୍କା ଦେଇ ଛାତ୍ରୀଙ୍କ ଉପରେ ମାଡିଗଲା ଟ୍ୟାଙ୍କର, ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକ

18/09/2019 at 10:50 AM

ପାରାଦୀପ ୧୮।୯: ପାରାଦୀପରେ ଦୁର୍ଘଟଣାରେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି । ଉତ୍ତ୍ୟକ୍ତ ଲୋକଙ୍କ ଦ୍ବାରା କଟକ-ପାରାଦୀପ ରାସ୍ତା ଅବରୋଧ କରାଯାଇଛି ।

ସୂଚନାଯୋଗ୍ୟ ଯେ, କଟକ ପାରାଦୀପ ମନ୍ତ୍ରୀପାଟଣା ଛକରେ ଦୁର୍ଘଟଣା ହୋଇଛି । ବାଇକ୍‌କୁ ଧକ୍କା ଦେବା ପରେ ଛାତ୍ରୀଙ୍କ ଉପରେ ମାଡିଯାଇଛି ଟ୍ୟାଙ୍କର । ମୃତ ଛାତ୍ରୀ ହେଉଛନ୍ତି ରାହାମା ମନ୍ତ୍ରୀପାଟଣା ଅଞ୍ଚଳର ପୂର୍ଣ୍ଣିମା ବେହେରା । ଦୁର୍ଘଟଣା ପରେ ବାଇକ୍ ଆରୋହୀ ମଧ୍ୟ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ସ୍ଥାନାନ୍ତର କରାଯାଇଛି ।

   Related Posts