ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜେଲରୁ ମୁକୁଳିବେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ, ସୁପ୍ରିମକୋର୍ଟ ଦେଲେ ନିର୍ଦ୍ଦେଶ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୩ ପଜିଟିଭ୍
  • ||
  • ଦେବଗଡ଼ : ଭୁଲିଗଲା ସଂପର୍କ, ମଦ୍ୟପ ବାପାର କଟୁରୀ ଚୋଟରେ ପୁଅ ମୃତ
  • ||
  • ଗଞ୍ଜାମ: ତାରାତାରିଣୀଙ୍କ ପୀଠରେ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା, ଚକ ନିର୍ମାଣରେ ବ୍ୟସ୍ତ ମୁଖ୍ୟ ବିଶ୍ୱକର୍ମା
  • ||
  • ଉଦଳା: ପ୍ରେମିକାକୁ ଦେଖାକରିବାକୁ ଯାଇଥିଲେ ପ୍ରେମିକ ଧରାପଡିଗଲେ, ଦେଖାଇଲେ ବନ୍ଧୁକ
  • ||

ବଦଳିବେ ଗୋଆ ମୁଖ୍ୟମନ୍ତ୍ରୀ

15/09/2018 at 12:00 PM

ଗୋଆ ୧୫/୯ : ବଦଳିବେ ଗୋଆ ମୁଖ୍ୟମନ୍ତ୍ରୀ। ଦୀର୍ଘଦିନ ଧରି ଅସୁସ୍ଥଥିବା ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ସ୍ଥାନରେ ନୂଆ ନେତା ଚୟନ କରାଯିବ। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମତ ଶାହଙ୍କୁ ତାଙ୍କର ସ୍ବାସ୍ଥ୍ୟ ସମ୍ପର୍କରେ ଜଣାଇବାପରେ ବିଜେପି ଏବେ ପାରିକରଙ୍କ ବିକଳ୍ପ ଖୋଜୁଛି। ଗୋଆରେ ମେଣ୍ଟ ସରକାର ଥିବାରୁ ବିଜେପି ପାଇଁ ନୂଆ ନେତା ଚୟନ ସେତେଟା ସହଜ ହେବନି।

   Related Posts