Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ ରନ୍‌ରେ ଜିତିଲା ପଞ୍ଜାବ
  • ||
  • ରାଜସ୍ଥାନ ରୟାଲ୍ସକୁ ୨୨୨ ରନର ବିଶାଳ ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ କିଙ୍ଗସ୍‌ : କେ.ଏଲ. ରାହୁଲ, ଦୀପକ ହୁଡାଙ୍କ ବିସ୍ଫୋରକ ଅର୍ଦ୍ଧଶତକ
  • ||
  • ମୋଦୀଙ୍କୁ ସୋନିଆଙ୍କ ପତ୍ର: ବୟସ ପରିବର୍ତ୍ତେ ଆବଶ୍ୟକତା ଅନୁସାରେ କରୋନା ଟିକା ଦିଆଯାଉ
  • ||
  • ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୪୩୦ କୋଟି ଟଙ୍କା
  • ||
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||

ଗଂଜାମ ଜିଲ୍ଲା ଗୁଣ୍ଡୁରିବାଡିରେ ଛେଳିମାଲିକଙ୍କୁ ନିର୍ମମ ହତ୍ୟା: କାରଣ ଅସ୍ପଷ୍ଟ

3/09/2018 at 12:34 PM

ସୋରଡା ୩|୯: ଗଂଜାମ ଜିଲ୍ଲା ସୋରଡା ଥାନା ଗୁଣ୍ଡୁରିବାଡି ଗାଁର ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଛେଳି ମାଲିକଙ୍କୁ ହତ୍ୟା ହୋଇଛି। ମୃତକ ହେଲେ ବାଞ୍ଝା ଗଉଡ । ଗତ କାଲି ରାତିରେ ସେ ଛେଳି କୁଆଁରୀରେ ଶୋଇଥିବା ବେଳେ ଧାରୁଆଅସ୍ତ୍ରରେ କେହି ଆକ୍ରମଣ କରି ହତ୍ୟା କରିଥିବା ଜଣାପଡୁଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସୋରଡା ପୋଲିସର ତଦନ୍ତ ଚଳାଇଛି।ପୂର୍ବରୁ ଛେଳି ଚୋରିକୁ ନେଇ ଗଣ୍ଡଗୋଳ ହୋଇଥିଲା ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି।

   Related Posts