Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ରାୟକୁ ସ୍ବାଗତ କଲେ ଗୋବର୍ଦ୍ଧନ ମଠ

5/11/2019 at 10:29 PM

ପୁରୀ ୦୫।୧୧ –  ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ରାୟକୁ ସ୍ବାଗତ କରିଛନ୍ତି ଗୋବର୍ଦ୍ଧନ ମଠ । ଏଥିରେ ଶ୍ରୀମନ୍ଦିର ଧାର୍ମିକ ବ୍ୟବସ୍ଥାରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ଭୂମିକାକୁ ପ୍ରାଧାନ୍ୟ ଦିଆଯାଇଛି । ସର୍ବୋଚ୍ଚ ଅଦାଲତ ତାଙ୍କ ରାୟରେ ଶ୍ରୀମନ୍ଦିର ପରିଚାଳନା କମିଟି,  ପୂର୍ବତନ ଶାସକ ଗତପତି ଏବଂ ଅନ୍ୟ ସଂପୃ୍କ୍ତ ପକ୍ଷଙ୍କ ସମେତ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରି ତାଙ୍କ ପରାମର୍ଶ ଅନୁସାରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ସେବାପୂଜା କରିବାକୁ ନିର୍ଦେଶ ଦେଇଛନ୍ତି ।

ତେବେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଧାର୍ମିକ ବ୍ୟବସ୍ଥାରେ ଦେଇଥିବା ପରାମର୍ଶ କାର୍ଯ୍ୟକାରୀ ନହେଲେ ଆଗାମୀ ଦିନରେ ମଠ ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରାଯିବ ବୋଲି କହିଛନ୍ତି ଗୋବର୍ଦ୍ଧନ ମଠ ମୁଖପାତ୍ର ମନୋଜ ରଥ । 

   Related Posts