Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଗୋବିନ୍ଦକୁ ରିମାଣ୍ଡରେ ନେବାକୁ ଅନୁମତି ପରେ ମେଡିକାଲ୍‌କୁ ଆଣିଲା ପୋଲିସ୍‌, ହେବ ସ୍ୱାସ୍ଥ୍ୟ ପରୀକ୍ଷା

20/10/2021 at 10:47 PM

ବଲାଙ୍ଗୀର, ୨୦/୧୦: ରିମାଣ୍ଡରେ ଗୋବିନ୍ଦ ସାହୁଙ୍କୁ ବଲାଙ୍ଗୀର ପୋଲିସ ଆଣିବା ପରେ ପୁଣି ଡ଼ାକ୍ତରୀ ପରୀକ୍ଷା ପାଇଁ ଭୀମଭୋଇ ମେଡିକାଲକୁ ଆଣିଥିବା ଜଣାପଡ଼ିଛି । ଆଜି ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରିବା ପରେ ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ ମାନ୍ୟବର କୋର୍ଟ।ତେବେ ଗୋବିନ୍ଦଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ କେରାଯିବା ପରେ ତାଙ୍କୁ ପୋଲିସ ହେପାଜତରେ ରଖାଯିବା ନେଇ ସୂଚନା ମଳିଛ। ରାତି ୯ ଟାରେ ଗୋବିନ୍ଦଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପାଇଁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଆଣାଯାଇଛି।

   Related Posts