Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଅଟୋ ଭିତରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ, ସ୍କୁଟିରେ ଆସିଥିଲେ ଦୁଇ ଲୁଟେରା

11/11/2021 at 4:15 PM

ଭୁବନେଶ୍ବର ୧୧।୧୧: ଭୁବନେଶ୍ବର ନୟାପଲ୍ଲୀ ଦୁର୍ଗା ମଣ୍ଡପ ସମ୍ମୁଖରୁ ଲୁଟ୍ । ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଲୁଟେରା । ଘଟଣାସ୍ଥଳରେ ପୋଲିସ ଛାନଭିନ୍ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ନୟାପଲ୍ଲୀ ଦୁର୍ଗା ମଣ୍ଡପ ସମ୍ମୁଖରେ ଅଟୋ ଭିତରେ ବସିଥିବା ଜଣେ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଲୁଟେରା । ଏକ କଳା ରଙ୍ଗର ସ୍କୁଟିରେ ଦୁଇ ଜଣ ଲୁଟେରା ଆସିଥିବା ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି । ଘଟଣାସ୍ଥଳରେ ନୟାପଲ୍ଲୀ ଥାନା ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ଏପର୍ଯ୍ୟନ୍ତ ଲୁଟେରାମାନଙ୍କ ସମ୍ପର୍କରେ କିଛି ସୂଚନା ମିଳିପାରିନାହିଁ ।

   Related Posts