Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଅଳଙ୍କାର ଦୋକାନରୁ ଲୁଟ୍, ଏକ କୋଟି ଟଙ୍କାର ସୁନା ଅଳଙ୍କାର ଲୁଟିନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ

14/10/2020 at 4:22 PM

ପୁରୁଷୋତ୍ତମପୁର ୧୪।୧୦: ପୁରୁଷୋତ୍ତମପୁର ବଡ ବଜାରରେ ଥିବା ସୁନା ଦୋକାନରୁ ଚୋର ପଶି ଲୁଟି କରିଛି । ମଙ୍ଗଳବାର ରାତିରେ ଦୋକାନରେ ପଶି ଏକ କୋଟି ଟଙ୍କାର ସୁନା ଅଳଙ୍କାର ସହ, ଏକ ହାଡ଼ଡିସ୍କ, ୨ ଗୋଟି ଆଇ ଫୋନ ଚୋରି କରି ନେଇଯାଇଛନ୍ତି । ଘର ମାଲିକ ସୁରେନ୍ଦ୍ର ନାୟକ ପୁରୁଷୋତ୍ତମପୁର ଥାନାରେ ଏତଲା ଦେଇଛନ୍ତି । ଅତିରିକ୍ତ ଏସପି ଆସି ତନାଘନା କରି ଯାଇଛନ୍ତି ।

ଏହି ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ପୁରୁଷୋତ୍ତମପୁର କପିଳେଶ୍ବର ବଣିକ ସଂଘର କର୍ମକର୍ତ୍ତା । ଚୋରି ଘଟଣାରେ ପୋଲିସର ନିଷ୍କ୍ରିୟତା ନେଇ ପ୍ରଶ୍ନ ଉଠାଇଛନ୍ତି । ଯଦି ଅଭିଯୁକ୍ତକୁ ଗିରଫ କରାନଯାଏ ତେବେ ଥାନା ସମ୍ମୁଖରେ ଆନ୍ଦୋଳନ କରିବାକୁ ସଂଘ ପକ୍ଷରୁ ଚେତାବନୀ ଦେଇଛନ୍ତି । ଏ ନେଇ ଥାନାରେ ଧାରା ୪୫୭ ଓ ୩୮ରେ ମାମଲା ରୁଜୁ କରାଯାଇଛି ।

   Related Posts