Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଜବତ, ୨ ଅଭିଯୁକ୍ତ ଗିରଫ

2/11/2021 at 4:54 PM

ରାଉରକେଲା ୨।୧୧: ରାଉରକେଲା ଉଦିତ ନଗର ପୋଲିସ ୧୨୯ ଗ୍ରାମ ସୁନା ଜବତ କରିବା ସହ ଦୁଇ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଦୁଇ ଜଣ ହେଲେ ରାଜେଶ ଶର୍ମା ଓ ଅକ୍ଷୟ ବର୍ମା । ଏହି ସୁନା ଚୋରି ଗ୍ୟାଙ୍ଗ୍‌ର ତିନି ଜଣ ଚୋର ଫେରାର ଅଛନ୍ତି । ଗିରଫ ଦୁଇ ଅଭିଯୁକ୍ତ ଚୋରା ସୁନା କିଣିବା ସହ ଝାଡଖଣ୍ଡ ଦେଇ ଛତିଶଗଡ ପଠାଉଥିଲେ । ଜବତ ସୁନା ଅଳଙ୍କାରର ମୂଲ୍ୟ ୫ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ସୂଚନା ମିଳିଛି ।

ଏହି ସୁନା ଚୋର ଗ୍ୟାଙ୍ଗ୍ ରାଉରକେଲା ସହରର ବିଭିନ୍ନ ଅଞ୍ଚଳରେ ସୁଯୋଗ ଦେଖି ଘରେ ପଶି ଚୋରି କରୁଥିଲେ । ସୁନା ଚୋରି ଅଭିଯୋଗ ଆସିବା ପରେ ଗ୍ୟାଙ୍ଗ୍‌ର ଜଣେ ନାବାଳକ ଅଭିଯୁକ୍ତକୁ ଧରିଥିଲା ପୋଲିସ । ତା ନିକଟରୁ ସମସ୍ତ ତଥ୍ୟ ସଂଗ୍ରହ କରିଥିଲା ପୋଲିସ । ଏହି ତଥ୍ୟ ଆଧାରରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଯେଉଁମାନେ ସୁନା ଚୋରଙ୍କଠାରୁ ସୁନା କିଣୁଥିଲେ । ଦୁଇ ଜଣ ଗିରଫ ହେବା ପରେ ଅନ୍ୟ ତିନି ଜଣଙ୍କୁ ପୋଲିସ ଗିରଫ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ପୋଲିସ ।

   Related Posts