Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ଦମକଳ ଗାଡି ନିଆଁ ଲିଭାରେ ନିୟୋଜିତ

7/04/2020 at 8:10 AM

ମୁମ୍ବାଇ ୦୭।୦୪:  ମହାରାଷ୍ଟ୍ରର ଭବନ୍ଦୀର ଏକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ତଳରେ ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀ ନିୟୋଜିତ । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ମହାରାଷ୍ଟ୍ର ଭାବନ୍ଦୀରେ ଥିବା ଏକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ହୋଇଥିଲା । ତେବେ ନିଆଁ ଲାଗିଥିବାର ଖବର ନିକଟସ୍ଥ ଅଗ୍ନିଶମ ବାହିନୀଙ୍କୁ ସୂଚନା ଦିଆଯାଇଥିଲା । ନିଆଁ ଲାଗିବାର ଖବର ପାଇଁ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର କର୍ମଚାରୀ ଓ ଦମକଳ ଗାଡି ପହଞ୍ଚିଲା । ଏବଂ ନିଆଁ ପାଇଁ ଉଦ୍ୟମ ଆରମ୍ଭ କରିଥିଲା । ତେବେ ଅଗ୍ନିକାଣ୍ଡରେ କୌଣସି ମୃତାହତର ଖବର ମିଳିନାହିଁ । ଯାହା ଆଶ୍ୱସ୍ତିର ଖବର ବୋଲି ମନେ କରାଯାଉଛି ।  

   Related Posts