Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

22/11/2019 at 10:47 AM

କଣ୍ଟାବାଞ୍ଝି ୨୨।୧୧: କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ନିଆଁକୁ ଆୟତ କଲା ଅଗ୍ନିଶମ ବାହିନୀ । କୋଇଲା ବୋଝେଇ ଟ୍ରେନର ୨ଟି ୱାଗନରେ ନିଆଁ ଲାଗିଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲା କଣ୍ଟାବାଂଝି ରେଳ ଷ୍ଟେସନରେ କୋଇଲା ବୋଝେଇ ଟ୍ରେନରେ ନିଆଁକୁ ଆୟତ କରାଯାଇଛି । ପ୍ରଥମେ ରହେନଭଟ୍ଟା ରେଳଷ୍ଟେସନରେ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା । ନିଆଁକୁ ଆୟତ୍ତ କରିବା ପରେ ଟ୍ରେନ୍ ଛାଡିଥିଲା ।

ତେବେ ପୁଣି ମୁରିବାହାଲ ଷ୍ଟେସନରେ ଟ୍ରେନରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଟ୍ରେନଟି କଣ୍ଟାବାଞ୍ଝି ଷ୍ଟେସନରେ ପହଂଚିବା ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବିଭାଗ । କୋଇଲା ବୋଝେଇ ଟ୍ରେନର ୨ଟି ୱାଗନରେ ନିଆଁ ଲାଗିଥିବା ସୂଚନା ମିଳିଛି । ତେବେ ଅଗ୍ନିକାଣ୍ଡ ଫଳରେ କଣ କ୍ଷୟକ୍ଷତି ହୋଇଛି ତାହା ଜଣାପଡିନାହିଁ ।

   Related Posts