Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

କୋଇଲା ବୋଝେଇ ଟ୍ରେନରେ ନିଆଁ

23/11/2019 at 10:09 AM

ବରଗଡ ୨୩।୧୧: ବରଗଡ଼ ଗୋଡ଼ଭଗା ରେଳୱେ  ଷ୍ଟେସନ ରେ କୋଇଲା ବୋଝେଇ ଟ୍ରେନ ରେ ଅଗ୍ନିକାଣ୍ଡ ଘଟିଛି ।ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ।

ସୂଚନାଯୋଗ୍ୟ ଯେ, ବ୍ରଜରାଜନଗର ରୁ ବିଶାଖାପଟଣା ପୋର୍ଟକୁ ଯାଉଥିଲା ଏକ କୋଇଲା ବୋଝେଇ ଟ୍ରେନ ।ଗୋଡଭାଗ ଷ୍ଟେସନ କିଛି ବାଟ ଗଲା ପରେ ୯ନଂ ବଗିରେ ନିଆଁ ଲାଗିଥିବାର ଦେଖି ଡ୍ରାଇଭର ଷ୍ଟେସନକୁ ସୂଚନା ଦେଇଥିଲେ ।ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି ।

   Related Posts