Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

କୋଭିଡ୍ ମୃତ୍ୟୁକୁ ନେଇ ସ୍ପଷ୍ଟୀକରଣ : ସରକାର ମୃତ୍ୟୁସଂଖ୍ୟା ଲୁଚେଇ ନାହାଁନ୍ତି – ଡିଏମଇଟି

6/07/2021 at 12:06 PM

ଭୁବନେଶ୍ବର ୬।୭: କୋଭିଡ୍ ମୃତ୍ୟୁକୁ ନେଇ ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ । ପ୍ରତି ଦିନ ଆସୁଥିବା ମୃତ୍ୟୁସଂଖ୍ୟା ରିୟଲ ଟାଇମ୍ ନୁହେଁ । ଗୋଟିଏ ଦିନରେ ଆସୁଥିବା ମୃତ୍ୟୁସଂଖ୍ୟା ସେଇ ନିର୍ଦ୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ୍ କରାଯାଇ ମୃତ୍ୟୁସଂଖ୍ୟା ଘୋଷଣା କରାଯାଉଛି । ସରକାର ମୃତ୍ୟୁସଂଖ୍ୟା ଲୁଚେଇ ନାହାଁନ୍ତି ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି ।

ପୂର୍ବରୁ କୋଭିଡ୍, ନନ୍ କୋଭିଡ୍ ମୃତ୍ୟୁକୁ ନେଇ ସଂଶୟ ସୃଷ୍ଟି ହୋଇଥିଲା । କେଉଁ କାଟାଗୋରୀରେ କେଉଁ ମୃତ୍ୟୁ ଯିବ ସେ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ମିଳିବା ପରେ ମୃତ୍ୟୁ ତଥ୍ୟର ଅଡିଟ୍ କରାଯାଇଛି । କରୋନା ପିକ୍ ସମୟରେ ଡାକ୍ତରମାନେ ରୋଗୀଙ୍କ ଚିକିତ୍ସାରେ ବ୍ୟସ୍ତ ରହୁଥିଲେ ଏବେ ରୋଗୀ ସଂଖ୍ୟା କମିବା ପରେ ଅଡିଟ୍ କରାଯାଇ ତଥ୍ୟ ଆସୁଛି । କଟକ, ଭୁବନେଶ୍ବରରେ ସଂକ୍ରମଣ ଗତ ୧୦ ଦିନ ତୁଳନାରେ କମିଛି। କିନ୍ତୁ ଏବେ ବି ଅନ୍ୟ ଜିଲ୍ଲା ତୁଳନାରେ ଅଧିକ । ସ୍ବତନ୍ତ୍ର ଫୋକସ୍ କରାଯାଇଛି । ଟେଷ୍ଟିଂ, ଟ୍ରେସିଂ ଓ ସର୍ଭେଲାନ୍ସ ବଢାଯାଇଛିବୋଲି ଡ଼ିଏମଇଟି କହିଛନ୍ତି ।

   Related Posts