Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ପାର୍ବଣ ପୂର୍ବରୁ ସରକାରଙ୍କ ଉପହାର: ୭୮ ଦିନର ବୋନସ୍ ଘୋଷଣା, ଉପକୃତ ହେବେ ୧୧.୫୬ ଲକ୍ଷ ରେଳ କର୍ମଚାରୀ

6/10/2021 at 5:20 PM

ନୂଆଦିଲ୍ଲୀ ୦୬।୧୦: ପାର୍ବଣ ଋତୁ ପୂର୍ବରୁ କର୍ମଚାରୀଙ୍କ ପାଇଁ ଖୁସିର ଖବର। କେନ୍ଦ୍ର ମନ୍ତ୍ରିମଣ୍ଡଳ ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ରେଳ କର୍ମଚାରୀଙ୍କୁ ୭୮ ଦିନର ବେତନର ବରାବର ବୋନସ ରାଶି ମଞ୍ଜୁର କରିଛନ୍ତି। ଏଥିରେ କିନ୍ତୁ ଆରପିଏଫ/ଆରପିଏସଏଫ କର୍ମୀଙ୍କୁ ବାଦ୍ ଦିଆଯାଇଛି। ସରକାରଙ୍କ ଏହି ନିଷ୍ପତ୍ତିରେ ୧୧.୫୬ ଲକ୍ଷ ରେଳ କର୍ମଚାରୀ ଉପକୃତ ହେବେ। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଏହି ସୂଚନା ଦେଇଛନ୍ତି।

ଏଥିରେ ସରକାରଙ୍କ ପ୍ରାୟ ୧୯୮୫ କୋଟି ଟଙ୍କା ଖର୍ଚ୍ଚ ହେବ। ରେଲଓ୍ଵେ ପ୍ରତି ବର୍ଷ  ନିଜ କର୍ମଚାରୀଙ୍କୁ ବୋନସ୍ ପ୍ରଦାନ କରିଥାଏ। ଗତ ବର୍ଷ ମଧ୍ୟ କରୋନା ସଙ୍କଟରେ ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍ ମିଳିଥିଲା। ୨୦୨୦ରେ କର୍ମଚାରୀଙ୍କୁକ ୧୭,୯୫୧ ଟଙ୍କା ବୋନସ୍ ଭାବେ ମିଳିଥିଲା।

   Related Posts