Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାସନ ରୟ ଓ ଓ୍ଵିଲିୟମସନଙ୍କ ଅର୍ଦ୍ଧଶତକ, ଲଗାତାର ପରାଜୟ ପରେ ରାଜସ୍ଥାନକୁ ହରାଇ ବିଜୟର ସ୍ଵାଦ ଚାଖିଲା ହାଇଦ୍ରାବାଦ
  • ||
  • ବିଜାପୁର ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲ ହମ୍‌ଲା, ଜାରି ରହିଛି ଗୁଳି ବିନିମୟ
  • ||
  • ନ୍ୟୁଜ7ରେ ପୁଣି ଆାରମ୍ଭ ହେବ ‘ହଟସିଟ୍ ’, ସିଜନ-୨ରେ ସାମିଲ୍‌ ହେବେ ବହୁ ବିଶିଷ୍ଟ ବ୍ୟକ୍ତି
  • ||
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||

କ୍ରୀଡା ଦିବସରେ ସରକାର ବଢାଇଲେ ଅର୍ଜୁନ ପୁରସ୍କାର ଓ ଖେଳ ରତ୍ନ ପୁରସ୍କାର ରାଶି

29/08/2020 at 8:00 PM

ନୂଆଦିଲ୍ଲୀ ୨୯/୦୮ : ଖେଳ ଦିବସ ଅବସରରେ ସରକାର ଖେଳ ରତ୍ନ ପୁରସ୍କାର ପାଇଁ ଦିଆଯାଉଥିବା ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି | କେନ୍ଦ୍ର କ୍ରୀଡାମନ୍ତ୍ରୀ କିରେନ ରିଜିଜୁ ରାଷ୍ଟ୍ରୀୟ ଖେଳ ପୁରସ୍କାର ରାଶି ବୃଦ୍ଧି କରାଯିବା ସମ୍ପର୍କରେ କହିଛନ୍ତି | କ୍ରୀଡା ଓ ଦୁଃସାହସିକ ପୁରସ୍କାର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି |

କିରେନ ରିଜିଜୁଙ୍କ ଅନୁସାରେ ଅର୍ଜୁନ ଆୱାର୍ଡ ପାଇଁ ୧୫ ଲକ୍ଷ ଟଙ୍କା, ଖେଳ ରତ୍ନ ଆୱାର୍ଡ ପାଇଁ ୨୫ ଲକ୍ଷ ଟଙ୍କା ପୁରସ୍କାର ରାଶି କରାଯାଇଛି | ଏହା ପୂର୍ବରୁ ଅର୍ଜୁନ ଆୱାର୍ଡ ବିଜେତାଙ୍କୁ ନଗଦ ୫ ଲକ୍ଷ ଟଙ୍କା ଓ ଟ୍ରଫି ଦିଆଯାଉଥିଲା | ଖେଳ ରତ୍ନ ବିଜେତାଙ୍କୁ ୭ ଲକ୍ଷ ଟଙ୍କା, ମେଡାଲ ଓ ସାର୍ଟିଫିକେଟ ଦିଆଯାଉଥିଲା |

ସୂଚନାଯୋଗ୍ୟ ଯେ, ପ୍ରତି ବର୍ଷ ଅଗଷ୍ଟ ୨୯ ତାରିଖରେ ଖେଳ ଦିବସ ପାଳନ କରାଯାଏ | ଏହି ଦିନ ହକି ଯାଦୁଗର ଧ୍ୟାନଚନ୍ଦଙ୍କ ଜନ୍ମ ହୋଇଥିଲା | ପ୍ରତିବର୍ଷ ଅଗଷ୍ଟ ୨୯ ତାରିଖରେ ଦେଶର ରାଷ୍ଟ୍ରପତି ଖେଳ ରତ୍ନ ପୁରସ୍କାର, ଅର୍ଜୁନ ପୁରସ୍କାର, ଦ୍ରୋଣାଚାର୍ଯ୍ୟ ପୁରସ୍କାର ନାମିତ ଖେଳାଳିଙ୍କୁ ଦେଇ ସମ୍ମାନିତ କରିଥାନ୍ତି |

   Related Posts