Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

କରୋନା ପାଇଁ ଖୋର୍ଦ୍ଧାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ଯାଜପୁରରେ ସଭା ଓ ସମାବେଶ ବନ୍ଦ

15/03/2020 at 9:11 PM

ଭୁବନେଶ୍ୱର, ୧୫|୦୩:  ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। କରୋନା ପାଇଁ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।

ଯାଜପୁର ଜିଲ୍ଲାରେ ମଧ୍ୟ ପ୍ରଶାସନ କରୋନା ସଂକ୍ରମଣ ରୋକିବା ପାଇଁ ପଦକ୍ଷେପ ନେଇଛି। ପ୍ରଶାସନ ତରଫରୁ ଜିଲ୍ଲାର ସମସ୍ତ ସଭା ସମିତି ଓ ଧାର୍ମିକ ସଭା ଉପରେ ରୋକ ଲାଗିଛି। ସଭା ଓ ସମାବେଶ ଉପରେ ପ୍ରଶାସନ କଟକଣା ଲଗାଇଛି।

ଏହା ପୂର୍ବରୁ ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିବା ସହ ଜିଲ୍ଲାରେ ୧୪୪ ଧାରା ଜାରି କରିଥିଲା। ଜନଗହଳି ରୋକିବାକୁ ପ୍ରଶାସନ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି।

   Related Posts