ଭୁବନେଶ୍ବରରେ ପହଞ୍ଚିଲେ ନବ ନିଯୁକ୍ତ ରାଜ୍ୟପାଳ ଗଣେଶୀ ଲାଲ୍
28/05/2018 at 11:38 AM

ଭୁବନେଶ୍ବରରେ ପହଞ୍ଚିଲେ ନବ ନିଯୁକ୍ତ ରାଜ୍ୟପାଳ ଗଣେଶୀ ଲାଲ୍
ଏୟାରପୋର୍ଟରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା
ରାଜ୍ୟପାଳଙ୍କୁ ସ୍ବାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆସନ୍ତାକାଲି ଶପଥ ନେବେ ନବ ନିଯୁକ୍ତ ରାଜ୍ୟପାଳ ଗଣେଶୀ ଲାଲ୍
ଏାୟରପୋର୍ଟରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ, ସ୍ବାଗତ ଜଣାଇଲେ ମେୟର, ପୋଲିସ ଡିଜି, ବିଧାୟକ ଓ ପୋଲିସ କମିଶନର
Related Posts
ପୁନର୍ଗଠିତ ହେଲା ଭଦ୍ରକ ଜିଲ୍ଲା କ୍ରିକେଟ ଆସୋସିଏସନ
25 February 2021
ପାଣି ପାଇଁ ରାସ୍ତାରେ ବସିଲେ ମହିଳା, ଅଟକିଲା ଶହ ଶହ ଗାଡି
25 February 2021