Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||
  • ଢେଙ୍କାନାଳ : ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଚଣ୍ଡିଖୋଲ : ବେଆଇନ ଲଘୁଖଣିଜ ପରିବହନ ବେଳେ ଭିଜିଲାନ୍ସ ରେଡ୍‌, ହାଇୱା ଓ ଟ୍ରକ ଜବତ
  • ||
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||

ଭୁବନେଶ୍ବରରେ ପହଞ୍ଚିଲେ ନବ ନିଯୁକ୍ତ ରାଜ୍ୟପାଳ ଗଣେଶୀ ଲାଲ୍

28/05/2018 at 11:38 AM

ଭୁବନେଶ୍ବରରେ ପହଞ୍ଚିଲେ ନବ ନିଯୁକ୍ତ ରାଜ୍ୟପାଳ ଗଣେଶୀ ଲାଲ୍
ଏୟାରପୋର୍ଟରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା
ରାଜ୍ୟପାଳଙ୍କୁ ସ୍ବାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆସନ୍ତାକାଲି ଶପଥ ନେବେ ନବ ନିଯୁକ୍ତ ରାଜ୍ୟପାଳ ଗଣେଶୀ ଲାଲ୍
ଏାୟରପୋର୍ଟରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ, ସ୍ବାଗତ ଜଣାଇଲେ ମେୟର, ପୋଲିସ ଡିଜି, ବିଧାୟକ ଓ ପୋଲିସ କମିଶନର

Leave a Reply

   Related Posts