Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା : ବଙ୍ଗୋମୁଣ୍ଡା JMFC କୋର୍ଟରେ ଅଭିଯୁକ୍ତ ଗୋବିନ୍ଦ ଓ ସହଯୋଗୀ ରାଧେ ହାଜର

2/11/2021 at 5:41 PM

କଣ୍ଟାବାଞ୍ଜି ୨।୧୧: ବହୁ ଚର୍ଚ୍ଚିତ ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ହତ୍ୟାକାରୀ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେଶ୍ୟାମ ଚଣ୍ଡୀ କୋର୍ଟରେ ହାଜର ।  ଭିଡିଓ କନଫରେନ୍ସିଂ ମାଧ୍ୟମରେ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରାଯାଇଛି । ସୁରକ୍ଷା ବ୍ୟବସ୍ଥା ଦୃଷ୍ଟିରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିବା କହିଛନ୍ତି ସରକାରୀ ଓକିଲ ବାସୁଦେବ ରାୟ । ନଭେମ୍ବର ୧୫ରେ ପୁଣି  ଦୁଇ ଗିରଫ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ । ଗୋବିନ୍ଦ ସାହୁ ମମିତାକୁ ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରିଥିବା ବେଳେ ତାର ସହଯୋଗୀ ରାଧେଶ୍ୟାମକୁ ମଧ୍ୟ ଗିରଫ କରିଛି । ଗିରଫ ଦୁଇ ଜଣ ବର୍ତ୍ତମାନ ସମୟରେ କଣ୍ଟାବାଞ୍ଜି ଉପ-କାରଗାରରେ ରଖାଯାଇଛି ।

   Related Posts