Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||

କାଳିଆ ଯୋଜନା ସମୀକ୍ଷା : ୭,୨୫୭ କାଳିଆ ବୃତ୍ତି ଆବେଦନକୁ ମିଳିଲା ମଞ୍ଜୁରୀ

22/08/2019 at 1:04 PM

ଭୁବନେଶ୍ବର ୨୨|୮: କାଳିଆ ଯୋଜନା ନେଇ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସମୀକ୍ଷା ବୈଠକ । ବୈଠକରେ କାଳିଆ ବୃତ୍ତି ପ୍ରସଙ୍ଗରେ ସବିଶେଷ ଆଲୋଚନା ହୋଇଛି । କାଳିଆ ବୃତ୍ତି ଯୋଜନାରେ ଆବେଦନ କରିଛନ୍ତି ୧୯,୨୪୭ ଜଣ । ୭,୨୫୭ ଆବେଦନକାରୀଙ୍କୁ ମିଳିଲା ମଞ୍ଜୁରୀ । ନୋଡାଲ ଅଫିସରଙ୍କ ଜରିଆରେ ୬୬୨ ଆବେଦନ ପତ୍ରକୁ ସ୍ବୀକୃତି ମିଳିଛି । ରାଜ୍ୟର ମୋଟ୍ ୧୮୭ଟି କଲେଜରୁ ଆସିଥିଲା ଆବେଦନ ପତ୍ର । ଗଞ୍ଜାମ ଜିଲ୍ଲାର ବିଭିନ୍ନ କଲେଜରୁ ସର୍ବାଧିକ ଆବେଦନ ପତ୍ର ଆସିଛି ।

ସୂଚନାଯୋଗ୍ୟ ଯେ, ‘କାଳିଆ’ ଯୋଜନାକୁ ବ୍ୟାପକ କରାଯିବା ଲାଗି ‘କାଳିଆ ଛାତ୍ରବୃତ୍ତି’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ‘କାଳିଆ’ ଯୋଜନା ହିତାଧିକାରୀଙ୍କ ପିଲାମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ଲାଭ ପାଇପାରିବେ । ଏହି ଯୋଜନାରେ ଚାଷୀ ପୁଅ ଝିଅଙ୍କର ଉଚ୍ଚଶିକ୍ଷା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର । ୨୦ ବର୍ଷ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଏହି ସ୍କଲାରସିପ୍ ମିଳିବା ନେଇ ଘୋଷଣା ହୋଇଥିଲା ।

   Related Posts