Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ମାଟ୍ରିକ ପରୀକ୍ଷାରେ ଫଳାଫଳ ଶୂନ ନେଇ ୮୨ଟି ସ୍କୁଲକୁ ନୋଟିସ୍

6/06/2019 at 11:27 AM

କଟକ ୬|୬: ମାଟ୍ରିକ ପରୀକ୍ଷାରେ ୮୨ଟି ସ୍କୁଲରେ ଫଳାଫଳ ଶୂନ ପ୍ରସଙ୍ଗରେ ହୋଇଛି କାର୍ଯ୍ୟାନୁଷ୍ଠାନ । ଜିରୋ ରେଜଲ୍ଟ ହୋଇଥିବା ସ୍କୁଲଗୁଡ଼ିକୁ ନୋଟିସ୍ ଦିଆଯିବା ସହ କାହିଁକି ଏଭଳି ଘଟିଲା ତାର ସମୀକ୍ଷା ହେବ । ତାର ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି କାହିଁକି ଏସବୁ ସ୍କୁଲରେ ଶୂନ ରେଜଲ୍ଟ ହୋଇଛି ତାର ସମୀକ୍ଷା କରାଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ  ସମୀର ଦାଶ । ସେ ନିଜେ ମଧ୍ୟ ଶୂନ ରେଜଲ୍ଟ ହୋଇଥିବା ସ୍କୁଲଗୁଡ଼ିକୁ ଗସ୍ତ କରିବେ ବୋଲି କହିଛନ୍ତି । ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ରୁଚିକୁ ନଜରରେ ରଖି ସ୍ପୋକନ ଇଂଲିଶ ପାଠ୍ୟକ୍ରମ ସାମିଲ କରାଯିବା ନେଇ ଯୋଜନା ଚାଲିଥିବା ମଧ୍ୟ ମନ୍ତ୍ରୀ କହିଛନ୍ତି ।  

   Related Posts