Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ରାଜ୍ୟର ଦୁଇ ବରିଷ୍ଠ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ନିର୍ଦ୍ଦେଶ

4/10/2019 at 3:06 PM

ଭୁବନେଶ୍ବର ୪।୧୦: ରାଜ୍ୟର ଦୁଇ ବରିଷ୍ଠ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଦୁଇ କର୍ମଚାରୀ ହେଲେ ବସନ୍ତ ବେହେରା ଓ ଦିଲୀପ ନାଗ । ଓଟିଇଏସ ଆରଟିଓ ହେଉଛନ୍ତି ଢେଙ୍କାନାଳର ବସନ୍ତ ବେହେରା । ଡେପୁଟି ଅବକାରୀ କମିଶନର ଅଛନ୍ତି ଦିଲୀପ ନାଗ । ଉଭୟଙ୍କ ବିରୋଧରେ ଥିଲା ସଙ୍ଗୀନ ଅଭିଯୋଗ । ଜନସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

   Related Posts