Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

୯ ବର୍ଷର ନାବାଳିକା ନାତୁଣୀକୁ ଦୁଷ୍କର୍ମ ଅଭିଯୋଗ : ସମ୍ପର୍କୀୟ ଜେଜେ ଗିରଫ

14/08/2019 at 5:05 PM

କେନ୍ଦୁଝର ୧୪|୮:  କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବଡ଼ପୋଷି ଗାଁରେ ଘଟିଛି ଲଜ୍ଜାଜନକ ଘଟଣା। ୯ବର୍ଷ ବୟସ୍କା ନାତୁଣୀକୁ ସମ୍ପର୍କୀୟ ଜେକେ ବାପା  ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।ଦୁଷ୍କର୍ମ ପରେ ଗୁରୁତର ହୋଇପଡିଥିବା ନାତୁଣୀକୁ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଘଟଣା ସମ୍ପର୍କରେ କେନ୍ଦୁଝର ସଦର ଥାନାରେ ପରିବାର ପକ୍ଷରୁ ଅଭିଯୋଗ ପରେ ଅଭିଯୁକ୍ତ ଜେଜେ ବାପା ଚୈତନ୍ୟ ମହାନ୍ତକୁ ସଦର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।

   Related Posts