Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ କରୋନା ସଂକ୍ରମଣ ହ୍ରାସ ପରେ ପୁଣି ବୃଦ୍ଧି, ଗତ ୨୪ଘଣ୍ଟାରେ ୧୫,୨୨୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ସାନଖେମୁଣ୍ଡି : ପାହାଡ ତଳକୁ ଖସିଲା ବସ୍, ହେଲ୍‌ପର ଗୁରୁତର
  • ||
  • ବୌଦ୍ଧ : ଅଟୋକୁ ଧକ୍କା ଦେଲା ହାଇଓ୍ବା : ଚାଲିଗଲା ମା’, ପୁଅ ଓ ଝିଅଙ୍କ ଜୀବନ
  • ||
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||

ନିର୍ଦ୍ଦୟ ଜେଜେମା : ତିନି ବର୍ଷର ଶିଶୁକୁ ନିସ୍ତୁକ ମାଡ ସାଙ୍ଗକୁ ହାତ ଉପରେ ହୋଇଗଲା ଠିଆ

3/08/2019 at 4:42 PM

ଜଳେଶ୍ବର ୩|୮: ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗଗାଂଧରପୁର ଗ୍ରାମରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଗଗାଂଧରପୁର ଗ୍ରାମର ବୃନ୍ଦାବତୀ ଚଣ୍ଡ ନାମକ ଜଣେ ମହିଳା ତାଙ୍କର ନାତିଙ୍କୁ ନିସ୍ତୁକ ମାଡ ମାରୁଥିବାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଯାହା କି ଏବେ ସମ୍ପୂର୍ଣ୍ଣ ଅଂଚଳରେ ଚର୍ଚ୍ଚା ର ବିଷୟ ପାଲଟିଛି । ମହିଳା ଜଣକ ଉକ୍ତ ନାବାଳକର ଜେଜେମା ବୋଲି ଜଣାପଡିଛି । ପିଲାଟିର ମା ବାପା ଘରେ ରହୁନଥିବାରୁ ଜେଜେମା ଜଣଙ୍କ ତାଙ୍କ ନାତିକୁ ବାରମ୍ବାର ଏଭଳି ମାଡ ମାରୁଥିବାର ଅଭିଯୋଗ ହେଉଛି ।

   Related Posts