Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଜେଜେଙ୍କୁ ଛୁରି ଭୁଷି ହତ୍ୟା କଲା ନାତି

23/02/2019 at 12:45 PM

ଆନନ୍ଦପୁର ୨୩/୨: ଜେଜେଙ୍କୁ ଛୁରୀ ଭୁଷି ହତ୍ୟା କରିଛି ନାତି। ଏହିପରି ଏକ ଅଭାବନୀୟ ଘଟଣା ଘଟିଛି ଆନନ୍ଦପୁରର କୋଳିମାଟି ଗାଁରେ । ନାତି ଦୁଷ୍ମନ୍ତ ରଣା ଜେଜେ କ୍ଷେତ୍ରବାସୀ ରଣାଙ୍କୁ ମଦ ପିଇବା ପାଇଁ ଟଙ୍କା ମାଗିଥିଲା। ଜେଜେ ଟଙ୍କା ନ ଦେବାରୁ ଏଥିରେ ଉତକ୍ଷିପ୍ତ ହୋଇ ତାଙ୍କୁ ଛୁରୀ ଭୁଷି ଦେଇଥିଲା। ଅଭିଯୁକ୍ତ ନାତିକୁ ପୋଲିସ ଅଟକ ରଖିଛି।   

  

   Related Posts