Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଓବିସି କମିଶନକୁ କେନ୍ଦ୍ରସରକାର ମାନ୍ୟତା ପ୍ରସଙ୍ଗରେ ଭୁବନେଶ୍ୱର ବିମାନବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବର୍ଦ୍ଧନା

12/08/2018 at 7:18 AM

ଭୁବନେଶ୍ୱର ୧୨/୮ : ଓବିସି କମିଶନକୁ କେନ୍ଦ୍ର ସରକାର ମାନ୍ୟତା ଦେବା ପ୍ରସଙ୍ଗରେ ଭୁବନେଶ୍ୱର ବିମାନବନ୍ଦରରେ ବିଜେପି ଓବିସି ସେଲ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବର୍ଦ୍ଧନା କରାଯାଛି | କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶୁଭେଚ୍ଛା ଜଣାଇଛି ସେଲ | ସମ୍ବର୍ଦ୍ଧନା ପାଇବା ପରେ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି ଯେ, ଓଡିଶାରେ ୫୨ ପ୍ରତିଶତ ପଛୁଆ ବର୍ଗ ଅଛନ୍ତି,କେନ୍ଦ୍ର ସରକାରଙ୍କ ନିଷ୍ପତିରେ ସେମାନେ ଲାଭବାନ ହେବେ | କେନ୍ଦ୍ର ସରକାରଙ୍କ ନିଷ୍ପତିକୁ ଆମେ ସ୍ବାଗତ କରିବା ସହ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛୁ |
ସାରା ଦେଶରେ ସାମାଜିକ ନ୍ୟାୟ ପକ୍ଷ ପାଳନ କରିବ ବିଜେପି | ଅଗଷ୍ଟ ୧୫ ରୁ ୩୧ ଯାଏଁ ସାମାଜିକ ନ୍ୟାୟ ପକ୍ଷ ପାଳନ କରାଯିବ | ରାଜ୍ୟର ୩୬ ହଜାର ସାଙ୍ଗଠନିକ ବୁଥରେ ପଛୁଆ ବର୍ଗଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟ ପହଞ୍ଚାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ |

   Related Posts