Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗ୍ରୀନ୍ କ୍ରାକରକୁ ମିଳିଲା ଅନୁମତି, ନିର୍ଦ୍ଧିଷ୍ଟ ସର୍ତ୍ତରେ ହେବ ବିକ୍ରି

1/11/2021 at 3:15 PM

କଟକ ୧।୧୧: ଗ୍ରୀନ୍ କ୍ରାକରକୁ ମିଳିଲା ଅନୁମତି । ଗ୍ରୀନ୍ କ୍ରାକର ବିକ୍ରି ପାଇଁ ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଅଲ୍ ଓଡିଶା ଫାୟାର ଓ୍ବାର୍କସ ଡିଲରର୍ସ ଆସୋସିଏସନ୍ ପକ୍ଷରୁ ହୋଇଥିବା ଆବେଦନକୁ କୋର୍ଟ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

ତେବେ ନିର୍ଦ୍ଧିଷ୍ଟ ସର୍ତ୍ତ ଆଧାରରେ ଗ୍ରୀନ୍ କ୍ରାକର ବିକ୍ରି ହୋଇପାରିବ । କେବଳ ରାତି ୮ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବାଣ ଫୁଟି ପାରିବ । ବଜାରରେ କେବଳ ଗ୍ରୀନ୍ କ୍ରାକର ବିକ୍ରି ହେବା ଦାୟିତ୍ବ ରାଜ୍ୟ ସରକାରଙ୍କର । ଗ୍ରୀନ୍ କ୍ରାକର ବ୍ୟତୀତ ଅନ୍ୟ ବାଣ ବିକ୍ରି ହୋଇପାରିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଦେଶ ଉଲଂଘନ ହେଲେ ସ୍ଥାନୀୟ ପୋଲିସ ପଦକ୍ଷେପ ନେଇପାରିବ ।

   Related Posts