Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଶ୍ରୀନଗରରେ ଗ୍ରୀନେଡ୍‌ ଆକ୍ରମଣ- ୭ ଗୁରୁତର

12/10/2019 at 3:00 PM

ଶ୍ରୀନଗର – ଜାମ୍ମୁ-କାଶ୍ମୀର ରାଜଧାନୀ ଶ୍ରୀନଗରରେ ଗ୍ରୀନେଡ୍ ଆକ୍ରମଣ । ଏଥିରେ ୭ ଜଣ ବ୍ୟକ୍ତି ଆହତ ହୋଇଥିବା ପ୍ରାଥମିକ ସୂଚନା ମିଳିଛି । ଶ୍ରୀନଗରର ହରି ସିଂ ଗଳିରେ ଏହି ଗ୍ରୀନେଡ୍‌ ଆକ୍ରମଣ ହୋଇଛି । ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଏହାପରେ ସେନା ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରାଯାଇଛି ।

   Related Posts