Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଶ୍ରୀନଗରରେ ପୁଣି ଗ୍ରେନେଡ୍‌ ମାଡ, ଜଣେ ନାଗରିକ ଆହତ

6/03/2020 at 9:35 PM

ଶ୍ରୀନଗର ୦୬।୦୩: ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ପୁଣି ଗ୍ରେନେଡ୍‌ ମାଡ । ପୋଲିସ ଷ୍ଟେସନକୁ ଟାର୍ଗେଟ କରି ଗ୍ରେନେଡ୍ ମାଡ କରାଯାଇଥିବା ସୂଚନା । ତେବେ ଏହି ଗ୍ରେନେଡ୍ ମାଡରେ ଜଣେ ସାଧାରଣ ନାଗରିକ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ବ୍ୟାପକ ପୋଲିସ ଓ ସେନା ମୁତୟନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ଦିନ ସଂଧ୍ୟା ସମୟରେ ହଠାତ୍‌ ଶ୍ରୀନଗର ଡାଉନଟାଉନ ମହାରାଜ ଗୁଞ୍ଜଜ କାଦଲ ପୋଲିସ ଷ୍ଟେସନ ନିକଟରେ ଆକ୍ରମଣ କରାଯାଇଥିଲା । ପୋଲିସ ଯାଞ୍ଚ ରାସ୍ତାରେ ଗାଡି ଯାଞ୍ଚ କରୁଥିବା ବେଳେ ଏହି ଆକ୍ରମଣ କରାଯାଇଛି । ତେବେ ଏହି ଆକ୍ରମଣ ନେଇ କୌଣସି ସଂଗଠନ ନିଜକୁ ଦାୟୀ କରିନାହିଁ । ଗ୍ରେନେଡ ଆକ୍ରମଣରେ ଜଣେ ସାଧାରଣ ନାଗରିକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts