Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବଜାରରେ ପୁଣି ଗ୍ରେନେଡ୍ ମାଡ, ୨ଯବାନ ଆହତ

2/02/2020 at 2:40 PM

ଶ୍ରୀନଗର ୦୨।୦୨: ଜାମ୍ମୁ-କାଶ୍ମୀରରେ ପୁଣି ସେନାଙ୍କୁ ଟାର୍ଗେଟ କରି ଗ୍ରେନେଡ୍ ମାଡ । ଶ୍ରୀନଗର ସ୍ଥିତ ଲାଲ ଚୌକର ପ୍ରତାପ ପାର୍କ ନିକଟରେ ଗ୍ରେନେଡ ମାଡ ହୋଇଛି । ଆକ୍ରମଣରେ ୨ଜଣ ସିଆରପିଏଫ ଜବାନ ଆହତ ହୋଇଛନ୍ତି । ଆହତ ଅବସ୍ଥାରେ ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଗ୍ରେନେଡ ଆକ୍ରମଣ ନେଇ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିନାହାନ୍ତି । ସ୍ଥାନୀୟ ଅଞ୍ଚଳରେ ସେନା ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି । ଏବଂ ସର୍ଚ୍ଚ ଅପରେସନା ଜାରି ରହିଛି ।

ଗ୍ରେନେଡ ଆକ୍ରମଣ ନେଇ ସିଆରପିଏଫ ଆଇଜି କହିଛନ୍ତି ଯେ, ପ୍ରତାପ ପାର୍କ ନିକଟରେ ଥିବା ବଜାର ଆଜି ରବିବାର ପାଇଁ ଚଳଚଞ୍ଚଳ ଥିଲା । କିନ୍ତୁ ଏହି ହଠାତ ଗ୍ରନେଡ୍ ମାଡ କରାଯାଇଛି । ଆକ୍ରମଣରେ ୨ଜଣ ଯବାନ ଆହତ ହୋଇଛନ୍ତି । ସେନା ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

   Related Posts