Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଜାଗା ଟିକିଏ ପାଇଁ ଖଣ୍ଡଯୁଦ୍ଧ : ଘର ନିର୍ମାଣକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ, ମାମଲା ଗଲା ଥାନାକୁ

6/05/2021 at 5:28 PM

ଆଠଗଡ ୬।୫: ଜାଗା ଟିକିଏ ପାଇଁ ଖଣ୍ଡଯୁଦ୍ଧ । ଜାଗା ଉପରେ ପାଟିତୁଣ୍ଡ, ଠେଲାପେଲା କଥା ଗଲା ବାଡାବାଡି ଯାଏଁ । ଆଠଗଡ ତାଳଖମା ଗ୍ରାମରେ ଘର ନିର୍ମାଣକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ ହୋଇଛି । କରୋନା ମହାମାରୀ ସମୟରେ ମଣିଷ ଭୁଲି ଯାଉଛି ସବୁକିଛି । ଉଭୟ ପରିବାର ପକ୍ଷରୁ ଦୁଇଟି ମାମଲା ରୁଜୁ ହୋଇଥିବା ଆଠଗଡ ପୋଲିସ ସୂଚନା ଦେଇଛି ଏବଂ ତଦନ୍ତ  ଜାରି ରହିଛି ବୋଲି କହିଛନ୍ତି ଆଠଗଡ ଥାନା ଅଧିକାରୀ ।

   Related Posts