Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଛପନ ଭୋଗ ବିବାଦ : ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଗାଁରେ ଉତ୍ତେଜନା

9/12/2019 at 10:31 AM

ବରଗଡ ୯।୧୨:ବରଗଡ ଜିଲ୍ଲା ଭଟଲି ଥାନା ରସାଲି ଗାଁରେ ଉତ୍ତେଜନା ଦେଖିବାକୁ ମିଳିଛି । ଜଗନ୍ନାଥ ମନ୍ଦିରରେ ଛପନ ଭୋଗ ପୂଜାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ କାରଣରୁ ଗଣ୍ଡଗୋଳ ହୋଇଛି ।

ଖବର ପାଇ ଘଟଣାସ୍ଥଳକୁ ଯାଇଥିବା ଭଟଲି ଥାନା ଅଧିକାରୀ, ତହସିଲଦାର ଏବଂ ପୋଲିସଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । ଘଟଣାସ୍ଥଳରେ ବରଗଡ ଏଏସପି ଓ ୩ଟି ଥାନାର ଆଇଆଇସି ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି ।

   Related Posts