Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ବ୍ରହ୍ମପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

7/07/2018 at 6:51 AM

ବ୍ରହ୍ମପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଗୋଳନ୍ଥରା ଥାନା ଅନ୍ତର୍ଗତ ତତଡାପଲି ଗାଁରେ ଦୁଇ ଗୋଷ୍ଠୀ ମଧ୍ୟର ସଂଘର୍ଷ ହୋଇଛି । ଉଭୟ ପକ୍ଷରୁ ହୋଇଥିବା ବୋମାମାଡରେ ୮ଜଣ ଆହତ ହୋଇଛନ୍ତି । ଆହତମାନେ ଉଭୟ ପକ୍ଷର ବୋଲି ଜଣାପଡିଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୋଷ୍ଠୀ ସଂଘର୍ଷ ହୋଇଛି । ଉଭୟ ଗୋଷ୍ଠୀର ୧୦ ଜଣଙ୍କୁ ପୋଲିସ ଅଟକ ରଖିଛି । ସୁରକ୍ଷା ଦୃଷ୍ଟିରୁ ଗାଁରେ ପୋଲିସ ମୃତୟନ ହୋଇଛନ୍ତି ।

   Related Posts