ବ୍ରହ୍ମପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ
7/07/2018 at 6:51 AM

ବ୍ରହ୍ମପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଗୋଳନ୍ଥରା ଥାନା ଅନ୍ତର୍ଗତ ତତଡାପଲି ଗାଁରେ ଦୁଇ ଗୋଷ୍ଠୀ ମଧ୍ୟର ସଂଘର୍ଷ ହୋଇଛି । ଉଭୟ ପକ୍ଷରୁ ହୋଇଥିବା ବୋମାମାଡରେ ୮ଜଣ ଆହତ ହୋଇଛନ୍ତି । ଆହତମାନେ ଉଭୟ ପକ୍ଷର ବୋଲି ଜଣାପଡିଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୋଷ୍ଠୀ ସଂଘର୍ଷ ହୋଇଛି । ଉଭୟ ଗୋଷ୍ଠୀର ୧୦ ଜଣଙ୍କୁ ପୋଲିସ ଅଟକ ରଖିଛି । ସୁରକ୍ଷା ଦୃଷ୍ଟିରୁ ଗାଁରେ ପୋଲିସ ମୃତୟନ ହୋଇଛନ୍ତି ।
Related Posts
ବ୍ରହ୍ମପୁର: ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ଘଟଣାରେ ଜଣେ ଗିରଫ
18 January 2021