Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ପାଇଁ ଗ୍ଲୋବାଲ୍‌ ଟେଣ୍ଡର: ୧୯ ସଦସ୍ୟଙ୍କୁ ନେଇ ଗଠନ ହେଲା କମିଟି
  • ||
  • ଭୁବନେଶ୍ବରରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ୯୬୨ ଆକ୍ରାନ୍ତ ଚିହ୍ନଟ
  • ||
  • ନୂଆଦିଲ୍ଲୀ : କରୋନାର ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ଉପଯୋଗୀ ଆୟୁଷ-୬୪, ଏହି କେନ୍ଦ୍ରରେ ମିଳୁଛି ମାଗଣାରେ
  • ||
  • ଶାମଲୀ : ଲଜ୍ଜାଜନକ ଦୃଶ୍ୟ, ଅଳିଆ ବୁହା ଗାଡିରେ ଶ୍ମଶାନଘାଟ ଗଲା ମହିଳାଙ୍କ ମୃତଦେହ
  • ||
  • ଟିକା ପାଇଁ ହେବ ଗ୍ଲୋବାଲ୍‌ ଟେଣ୍ଡର, ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ରାହୁଲ ଭୋରାଙ୍କ ମୃତ୍ୟୁ ପରେ ପତ୍ନୀ ସେୟାର କଲେ ଯନ୍ତ୍ରଣାଦାୟକ ଭିଡିଓ… କେମିତି ଅକ୍ସିଜେନ୍ ଟିକିଏ ପାଇଁ ହେଉଥିଲେ ଛଟପଟ
  • ||
  • ମଥୁରା : କରୋନାରେ ହେମାମାଳିନୀଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ, ଟ୍ବିଟ୍ କରି ଅଭିନେତ୍ରୀ ଦେଲେ ଶ୍ରଦ୍ଧାଞ୍ଜଳି
  • ||
  • ଭୁବନ : ଦୀର୍ଘ ୭ଘଣ୍ଟା ବନ୍ଦ ଘରେ ପଡିରହିଲା ମୃତଦେହ, କରୋନା ସଂକ୍ରମଣ ଆଶଙ୍କାରେ ପାଖ ମାଡିଲେନି ପରିବାର
  • ||
  • ବଲାଙ୍ଗୀର : ରୋଗୀଙ୍କୁ ଲାଞ୍ଚ ମାଗିବା ପଡିଲା ମହଙ୍ଗା, SDMOଙ୍କୁ ସୋ-କଜ୍ ନୋଟିସ୍ ପରେ ପଠାଗଲା ଡେପୁଟେସନରେ, ସ୍ବାସ୍ଥ୍ୟକର୍ମୀ ସସ୍‌ପେଣ୍ଡ
  • ||
  • ହାଇଦ୍ରାବାଦ : ଅକ୍ସିଜେନ୍ ଟ୍ୟାଙ୍କର ଡ୍ରାଇଭର ଭୁଲିଗଲା ହସ୍ପିଟାଲ ରାସ୍ତା, ଅକ୍ସିଜେନ୍ ଅଭାବରୁ ଚାଲିଗଲା ୭ କରୋନା ରୋଗୀଙ୍କ ଜୀବନ
  • ||

ବୁର୍ଲାରେ ଗୋଷ୍ଠୀ ସଂଘର୍ଷ ଘଟଣା : ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ, ୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

11/11/2020 at 7:50 AM

ସମ୍ବଲପୁର ୧୧।୧୧: ବୁର୍ଲାରେ ଗୋଷ୍ଠୀ ସଂଘର୍ଷରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି । ଚିକିତ୍ସାଧୀନ ଅବସ୍ଥାରେ ମୁନ୍ନା ବିଷୋୟୀଙ୍କ ମୃତ୍ୟୁ ହୋଇଛି । ବୁଲୁ ଓ ମୁନ୍ନା ୨ପୁଅଙ୍କୁ ହରାଇ ସାରିଥିବା ବେଳେ ସ୍ୱାମୀ-ସ୍ତ୍ରୀ ପିତବାସ ଓ ସଙ୍ଗୀତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନେ ଜୀବନ ସହ ସଂଗ୍ରାମ ଜାରି ରଖିଛନ୍ତି ।

ଖବର ଅନୁଯାୟୀ, ବୁର୍ଲା ସେଣ୍ଟର ଲାଇନ ସାହିରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର ଥିଲେ | ସମସ୍ତ ୪ ଗୁରୁତରଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି | ତେବେ ଗତକାଲି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ଜଣଙ୍କ ମୃତ୍ୟୁ ହୋଇଛି । ବୁଲୁ ଓ ମୁନ୍ନା ଦୁଇ ପୁଅଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ସ୍ବାମୀ ସ୍ତ୍ରୀ ପିତବାସ ଓ ସଂଗିତା ଜୀବନ ସହ ସଂଗ୍ରାମ କରୁଛନ୍ତି । ଏହା ସହ ତାଙ୍କ ସମ୍ପର୍କୀୟ ନରେନ୍ଦ୍ର ଭାଣ୍ଡେକରଙ୍କ ଗୁରୁତର ଅଛନ୍ତି | ତେବେ ଘଟଣାକୁ ୧୨ ଘଣ୍ଟା ବିତିଯାଇଥିଲେ ସୁଦ୍ଧା ପୋଲିସ ହାତ ଖାଲି | ପୂର୍ବ ଶତୃତାକୁ କେନ୍ଦ୍ର କରି ବିଷୋୟୀ ପରିବାର ଉପରେ ଅନ୍ୟ ଏକ ଗୋଷ୍ଠୀ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ବୁର୍ଲା ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।  

   Related Posts