Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଭଦ୍ରକ ଚାନ୍ଦବାଲିରେ ଗୋଷ୍ଠୀ ସଂଘର୍ଷ

15/12/2018 at 9:17 AM

ଭଦ୍ରକ ୧୫|୧୨:  ଭଦ୍ରକ ଚାନ୍ଦବାଲିରେ ଗୋଷ୍ଠୀ ସଂଘର୍ଷ । ଚାନ୍ଦବାଲି ଖେରଙ୍ଗ ପଞ୍ଚାୟତ ପଳାଶପୁର ଗାଁର ୨ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଯୋଗୁଁ ଉଭୟ ପକ୍ଷର କିଛି ବ୍ୟକ୍ତି ଆହତ ହୋଇଛନ୍ତି । ଆହତମାନଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଗଣ୍ଡଗୋଳରେ ଆହତ ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଚାନ୍ଦବାଲି ଥାନାରେ ଏନେଇ ଉଭୟ ପକ୍ଷରୁ ମାମଲା ରୁଜୁ ହୋଇଥିବା ବେଳେ, ଗାଁରେ ଚାପା ଉତ୍ତେଜନା ଲାଗି ରହିଛି ।

   Related Posts