Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ଗୋଷ୍ଠୀ ସଂଘର୍ଷରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ

5/05/2018 at 6:30 AM

ନବରଙ୍ଗପୁର ମୁଣ୍ଡିଗୁଡା ଗାଁରେ ଅଭାବନୀୟ ଘଟଣା | ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ | ମୃତକ ହେଲେ ୫୫ବର୍ଷିୟ ବୈଶାଖୀ ଭତରା | ଜଙ୍ଗଲ ଜମିକୁ ନେଇ ମୁଣ୍ଡିଗୁଡା ଓ ମଲକୀଗୁଡା ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା | ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି |

Leave a Reply

   Related Posts